Skip to player
Skip to main content
Watch fullscreen
Like
Share
Bookmark
More
Add to Playlist
Report
ETVBHARAT
Follow
ସାନ୍ତାଳୀ ଭାଷା ଦିବସ: ରଘୁନାଥ ମୁର୍ମୁଙ୍କ ସ୍ମୃତି ସାଉଁଟିଲେ ବିଧାୟକ, ନାଚ ଗୀତରେ ଝୁମିଲା ମୟୂରଭଞ୍ଜ
11 months ago
Santali Bhasha Vijay Diwas ରାଇରଙ୍ଗପୁର: ଆଜି ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ସାନ୍ତାଳୀ ଭାଷା ଦିବସ ପାଳିତ ହୋଇ ଯାଇଛି । ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି କମିଟି ପକ୍ଷରୁ ବିଜାତଳା ସ୍ଥିତ ବିଜତଳା ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ମଧ୍ୟ ସାନ୍ତାଳୀ ଭାଷା ଦିବସ ପାଳିତ ହୋଇଥିଲା । ଯେଉଁଥିରେ ଅତିଥି ଭାବେ ସାରସକଣା ବିଧାୟକ ଭାଦବ ହାଁସଦା, ରାଇରଙ୍ଗପୁର ବିଧାୟକ ଜଲେନ ନାୟକ ପ୍ରମୁଖ ଯୋଗ ଦେଇ ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିଚାରଣ କରିଥିଲେ । ଆଦିବାସୀ ପାରମ୍ପାରିକ ନୃତ୍ୟ ଗୀତରେ ଝୁମିଲା ମୟୂରଭଞ୍ଜ:ପ୍ରଥମେ ରାଇରଙ୍ଗପୁର ସହର ମୁର୍ମୁ ଛକ ସ୍ଥିତ ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଏହାପରେ ବିଜତଳା ହାଟ ପଡ଼ିଆରୁ ଉଚ୍ଚ ବିଦ୍ୟାଳୟ ପଡ଼ିଆ ପର୍ଯ୍ୟନ୍ତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଆଦିବାସି ପାରମ୍ପରିକ ନୃତ୍ୟ ଗୀତ ଓ ପୋଷାକରେ ଶୋଭାଯାତ୍ରା ପରିକ୍ରମା କରିଥିଲେ । ବିଜତଳା ସ୍କୁଲ ପଡ଼ିଆ ଠାରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ବିଜତଳା ବ୍ଲକ ଅନ୍ତର୍ଗତ ସମସ୍ତ ଗ୍ରାମର ମାଝୀ ବାବାଙ୍କୁ ମଞ୍ଚ ଆମନ୍ତ୍ରଣ କରାଯାଇ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା । କେବେଠୁ ପାଳନ ହେଉଛି ସାନ୍ତାଳୀ ଭାଷା ଦିବସ ?୨୦୦୩ ଡିସେମ୍ବର ୨୨ରେ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଆଦିବାସୀ ସାନ୍ତାଳୀ ଭାଷାକୁ ସାମିଲ କରାଯାଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ଉକ୍ତ ଦିବସ ପାଳନ କରାଯାଉଛି । ଏହି ଅବସରରେ ସାନ୍ତାଳୀ ଭାଷା, ଲିପି ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପ୍ରସାର ପାଇଁ ସମସ୍ତେ ଏକତ୍ରିତ ହୋଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନକୁ ସ୍ମରଣ କରିଥିଲେ ।
ଏହା ମଧ୍ୟ ପଢନ୍ତୁ:'ଓଡ଼ିଆ ଅସ୍ମିତାର ଦୀପଶିଖା କୋରାପୁଟ', ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ 545 କୋଟିର ଭେଟିଆଦିବାସୀ ଇଲାକାରେ ସ୍ବଚ୍ଛତା ଓ ସବୁଜ ଗ୍ରାମ 'ଢର୍ରୋକୁସମ୍', ଗାଁ ପରିବେଶରେ 'ହୋମ ଷ୍ଟେ', ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସୁବିଧାଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ନବୀନ ରାମ, ବରିଷ୍ଠ ନେତା ସଞ୍ଜୀବ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଇଟିଭି ଭାରତ, ମୟୂରଭଞ୍ଜ
Category
🗞
News
Transcript
Display full video transcript
00:00
music
00:04
music
00:08
music
00:10
music
00:12
music
00:14
music
00:22
Thank you very much.
00:52
Thank you very much.
01:22
Thank you very much.
Show less
Comments
Log in to post a comment
Recommended
2:36
|
Up next
ଶିଳ୍ପ ନଗରୀରୁ ବିଦାୟ ନେଲେ ମା' ଧନଦାତ୍ରୀ
ETVBHARAT
3 days ago
3:10
ଆଜି ପବିତ୍ର ମହାନବମୀ; କୁମାରୀ ବେଶରେ ପୂଜା ପାଇଲେ ମା' ଦୁର୍ଗା
ETVBHARAT
3 weeks ago
3:21
ମହାଳୟାରେ ମା' ସମଲେଇଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
ETVBHARAT
4 weeks ago
0:49
ଶାରଦୀୟ ଷୋଡ଼ଶ ଉପଚାର ପୂଜା ଆରମ୍ଭ: କଟକ ଚଣ୍ଡୀ ଓ ଗଡଚଣ୍ଡୀ ପୀଠରେ ଶ୍ରଦ୍ଧାଳୁଙ୍କ ଗହଳିଚହଳି
ETVBHARAT
5 weeks ago
7:02
ଏକାଠି ନାଚିଲେ ପଶ୍ଚିମ ଓଡ଼ିଶାର ସବୁ ବିଜେପି ବିଧାୟକ, ପାଳିଲେ ନୂଆଖାଇ ଭେଟଘାଟ ଉତ୍ସବ
ETVBHARAT
7 weeks ago
3:15
लैपटॉप कोडिंग वाला अंतराष्ट्रीय चोर गिरोह-स्कार्पियो का टॉप मॉडल उड़ाकर पहुंचा देता है नेपाल! जानें, पूरी कहानी
ETVBHARAT
4 hours ago
3:08
स्वास्थ्य मंत्री के समर्थन में उतरे समर्थक, भाजपा नेताओं के खिलाफ थाना में शिकायत दर्ज कर एफआईआर करने की मांग
ETVBHARAT
5 hours ago
0:47
બનાસકાંઠા: પાલનપુરની મલ્ટી સ્પેશિયાલિટી હોસ્પિટલમાં લાગી આગ, દર્દીઓ-સ્ટાફમાં મચી ભાગદોડ
ETVBHARAT
5 hours ago
0:35
बदायूं के रामलीला मेले में चाकूबाजी, एक युवक की मौत, दूसरा गंभीर रूप से घायल, खिलौने के पैसे को लेकर हुआ था विवाद
ETVBHARAT
5 hours ago
5:35
मेरठ में क्यों लागू किया गया GRAP-2? खिलाड़ियों में भी मायूसी, कब से शुरू होंगी खेल प्रतियोगिताएं?
ETVBHARAT
5 hours ago
1:29
ବାଲୁକା କଳାରେ ୧୦୧ଟି ମାଖନ ହାଣ୍ଡି ସହ ନନ୍ଦଲାଲା, ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ETVBHARAT
2 months ago
8:44
ପୁରୀ ସହରରେ ଜଳବନ୍ଦୀ ସ୍ଥିତି; ମହାନଗର ନିଗମର ଖାମଖିଆଲ ନୀତିକୁ ସହରବାସୀଙ୍କ କଡା ସମାଲୋଚନା
ETVBHARAT
3 months ago
1:32
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସତ୍ୟବାଦୀରୁ ପୁରୀ ଶ୍ରୀକ୍ଷେତ୍ର ଗଲା ବଉଳ କାଠ
ETVBHARAT
5 months ago
3:47
ନିଆଳିରେ ଧୁମ୍ଧାମରେ ଜମିଲା ପହଲି ରଜ ଉତ୍ସବ, ସାମିଲ ହେଲେ ବବି ମିଶ୍ର, ପୋଡ଼ ପିଠା, ଦୋଳି ଖେଳରେ ମଜିଲେ କୁଆଁରୀ
ETVBHARAT
5 months ago
3:16
ଭାରତ ରତ୍ନ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ETVBHARAT
7 months ago
2:27
ଭଜନ କିର୍ତ୍ତନ ସହିତ ଆଧ୍ୟାତ୍ମିକ ହୋଲି ଉତ୍ସବ ପାଳନରେ ସାମିଲ ହେଲେ ପରିବହନ ମନ୍ତ୍ରୀ
ETVBHARAT
8 months ago
6:23
ବିଜେପି କାର୍ଯ୍ୟାଳୟରେ ଜମିଲା ରଙ୍ଗର ପର୍ବ, ଯାଜପୁର ଓ ଅନୁଗୋଳରେ ନେତା ଖେଳିଲେ ହୋଲି
ETVBHARAT
8 months ago
5:49
ଧୁମଧାମରେ ପାଳିତ ହେଲା ମା' ନାକଟେଶ୍ବରୀଙ୍କ ଯାତ୍ରା
ETVBHARAT
8 months ago
2:17
ମଙ୍ଗଳାଯୋଡିରେ ରାଜ୍ୟପାଳ, ଇକୋ-ଟୁରିଜିମ ମଡେଲର କଲେ ପ୍ରଶଂସା
ETVBHARAT
10 months ago
3:40
‘ଜୀବନରେ ଜଟିଳତାକୁ ସାମ୍ନା କର, ବୃତ୍ତିଗତ ଭାବରେ ନିଜକୁ ପ୍ରସ୍ତୁତ କର’: ନିଷ୍ଟ ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳଙ୍କ ଆହ୍ବାନ
ETVBHARAT
11 months ago
3:13
ଅଳସ ଭାଙ୍ଗୁଛି ଅଳସୀ ଫୁଲ, ଆନମନା କବି...
ETVBHARAT
1 year ago
3:47
ସିନ୍ଦୂର ଖେଳି ଦହି ପଖାଳ ଖୁଆଇ, ଝିଅ ପରି ମା'ଙ୍କୁ ମେଲାଣି ଦେଲେ ଭକ୍ତ
ETVBHARAT
1 year ago
3:37
ପାରମ୍ପାରିକ ବାଦ୍ୟରେ ପ୍ରକମ୍ପିତ ପରିବେଶ, ମା' ଡୋକରିଙ୍କ ଛତର ଯାତ୍ରା ଅନୁଷ୍ଠିତ
ETVBHARAT
1 year ago
3:26
ସବୁଜ ଦୀପାବଳି ପାଳିବେ ବସ୍ତି ପିଲା, ପ୍ରଦୂଷଣ ରୋକିବାକୁ ଦିଆଗଲା ବାର୍ତ୍ତା
ETVBHARAT
1 year ago
3:31
ରାଜଧାନୀରେ ନିଆରା ରକ୍ଷା ବନ୍ଧନ, ଗଛରେ ଅର୍ଗାନିକ ରାକ୍ଷୀ ବାନ୍ଧିଲେ ମହିଳା
ETVBHARAT
1 year ago
For you
Explore
Following
Log in
Company
About
Press
Jobs
Dailymotion Pro
Support
Developers
Advertisers
Accessibility
Help Center
Legal
Manage Cookies
Privacy and Cookie Policy
Legal notices
Terms
All videos
© 2026 Dailymotion
Comments