Skip to player
Skip to main content
Watch fullscreen
Add to Playlist
Report
ETVBHARAT
Follow
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭକଲେ ୬୧ତମ ଫେମିନା ମିସ୍ ଇଣ୍ଡିଆର ୩୦ ପ୍ରତିଯୋଗୀ
6 months ago
ପୁରୀ: ଏପ୍ରିଲ ୧୮ ତାରିଖରେ ଭୁବନେଶ୍ବରରେ ଅନୁଷ୍ଠିତ ହେବ ୬୧ତମ ଫେମିନା ମିସ୍ ଇଣ୍ଡିଆ । ଆଉ ତା ପୂର୍ବରୁ ଏହି ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ୩୦ ଜଣ ପ୍ରତିଯୋଗୀ, ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ସାନ୍ନିଧ୍ୟ ଲାଭ କରିଛନ୍ତି । ରତ୍ନସିଂହାସନ ସ୍ଥିତ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ବେଶ୍ ଅବିଭୂତ୍ ଓ ଭାବ ବିହ୍ବଳ ହୋଇଛନ୍ତି ଫେମିନା ମିସ ଇଣ୍ଡିଆ ପ୍ରତିଯୋଗୀ । ଆଜି ସକାଳ ୭ଟାରେ ୧୮ ପ୍ରତିଯୋଗୀଙ୍କ ସହ ଅଫିସିଆଲ୍ ଶ୍ରୀମନ୍ଦିର ଠାରେ ପହଞ୍ଚିଥିଲେ। ପ୍ରଥମେ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖ ଅରୁଣ ସ୍ତମ୍ଭରେ ପ୍ରଣିପାତ କରି ପତିତପାବନଙ୍କୁ ଦର୍ଶନ କରି ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ଯାଇଥିଲେ। ମଙ୍ଗଳ ଆଳତି ପରେ ରତ୍ନସିଂହାସନ ସ୍ଥିତ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିଥିଲେ ଫେମିନା ମିସ ଇଣ୍ଡିଆ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ପ୍ରତିଯୋଗୀ। ମହାପ୍ରଭୁଙ୍କୁ ଦର୍ଶନ କରି ବେଶ୍ ଭାବବିହ୍ବଳ ହୋଇପଡ଼ିଥିଲେ ପ୍ରତିଯୋଗୀ ।ମହାପ୍ରଭୁଙ୍କ ଅପାର କରୁଣାରୁ ଦୀର୍ଘ ଦିନର ସ୍ବପ୍ନ ସାକାର ହେଲା ବୋଲି ଦର୍ଶନ ପରେ ପ୍ରତିକ୍ରିୟାରେ କହିଁଛନ୍ତି ପ୍ରତିଯୋଗୀ। ସେମାନଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଥିଲା। ନିଜ ନିଜ ରାଜ୍ୟ ତଥା ଦେଶର ମଙ୍ଗଳ କାମନା କରି ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଥିଲେ ପ୍ରତିଯୋଗୀ। ପାଟ ଶାଢ଼ୀ ପିନ୍ଧି ମହାପ୍ରଭୁଙ୍କୁ ଦର୍ଶନ କରିବା ଭାଗ୍ୟରେ ଥିଲେ ବୋଲି ସେମାନେ କହିଛନ୍ତି । ଏପ୍ରିଲ ୧୮ ତାରିଖରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଥିବା ୬୧ ତମ ଫେମିନା ମିସ ଇଣ୍ଡିଆ ଇଭେଣ୍ଟ ସମସ୍ତେ ନିଜକୁ ପ୍ରସ୍ତୁତ କରିବା ସହ ମହାପ୍ରଭୁଙ୍କ ଆଶିଷ ନେଇଛନ୍ତି । ଦର୍ଶନ ପରେ ସମସ୍ତ ପ୍ରତିଯୋଗୀ ଫଟୋ ସେସନ୍ କରିଥିଲେ ।ଏହା ମଧ୍ୟ ପଢ଼ନ୍ତୁ- Femina Miss India 2026: ଏପ୍ରିଲ୍ ୧୮ରେ ଗ୍ରାଣ୍ଡ ଫିନାଲେ, ଭାଗ ନେବାକୁ ଭୁବନେଶ୍ବରରେ ୩୦ ସୁନ୍ଦରୀଏହା ମଧ୍ୟ ପଢ଼ନ୍ତୁ- ଫେମିନା ମିସ୍ ଇଣ୍ଡିଆ ନିକିତା ପରୱାଲ: "କୌଣସି ସ୍ବପ୍ନ ଛୋଟ ବଡ଼ ନଥାଏ.. ଆଗକୁ ଦେଶ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବି"- ନିକିତା
ଇଟିଭି ଭାରତ, ଭୁବନେଶ୍ବର
Category
🗞
News
Transcript
Display full video transcript
00:00
Thank you for joining us.
Show less
Recommended
3:24
|
Up next
ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ, ରଥ ଟାଣିବାକୁ ହଜାର ହଜାର ଭକ୍ତଙ୍କ ସମାଗମ
ETVBHARAT
3 days ago
1:19
Watch: ଦଳରୁ ଉତ୍କୃଷ୍ଟ ସୃଷ୍ଟି, ଡାଲ ହ୍ରଦ ଘାସରୁ ତିଆରି କରୁଛନ୍ତି ମୂଲ୍ୟବାନ ସାଜସଜ୍ଜା ଉପକରଣ
ETVBHARAT
4 weeks ago
4:27
ମୋଦିଙ୍କ ଜନ୍ମଦିନରେ ବେଦପାଠରେ କମ୍ପିଲା ମନ୍ଦିର ପରିସର; ୪୦ ହଜାର ଟ୍ରାଇବାଲ ପିଲା କାଟିଲେ କେକ୍, ସମୂହ ଦୀପ ପ୍ରଜ୍ୱଳନ
ETVBHARAT
4 weeks ago
8:44
ପୁରୀ ସହରରେ ଜଳବନ୍ଦୀ ସ୍ଥିତି; ମହାନଗର ନିଗମର ଖାମଖିଆଲ ନୀତିକୁ ସହରବାସୀଙ୍କ କଡା ସମାଲୋଚନା
ETVBHARAT
3 months ago
2:22
ରଥଖଳା: ଅନୁକୂଳ ପୂଜା ପରେ ଶେଷ ପର୍ଯ୍ୟାୟରେ ତିନି ରଥର ତୁମ୍ବ ବିନ୍ଧ କାର୍ଯ୍ୟ
ETVBHARAT
6 months ago
2:36
अंकेक्षण आपतियों और लंबित वित्तीय मामलों पर सरकार गंभीर, वित्त मंत्री ने बुलाई सचिवों की बैठक
ETVBHARAT
16 minutes ago
4:55
वाराणसी में अवैध पटाखा फैक्ट्री में ब्लास्ट, दो मंजिला बिल्डिंग भरभराकर गिरी, लोग बोले- लगा भूकंप आ गया
ETVBHARAT
18 minutes ago
3:24
भाजपा ने राहुल गांधी और नेहा बोरा पर साधा निशाना, कहा- देश में अराजकता फैलाने का चलाया जा रहा एजेंडा
ETVBHARAT
24 minutes ago
2:47
कुशीनगर का अमित ओमान में लापता; तेल टैंकर पर ड्रोन हमले के बाद से सुराग नहीं, केंद्र सरकार से मदद की गुहार लगाई
ETVBHARAT
26 minutes ago
4:16
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ୨୬ ତାରିଖରୁ ଘରକୁ ଘର ସର୍ଭେ; ଜାନୁଆରୀ ୧ରେ ଚିଠା, ଫେବୃଆରୀ ୧୦ରେ ଚୂଡ଼ାନ୍ତ ଭୋଟର ତାଲିକା
ETVBHARAT
31 minutes ago
2:08
ନିମାପଡ଼ାରେ ଉତ୍କଳ ଗୌରବଙ୍କ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
ETVBHARAT
6 months ago
2:25
ଅନ୍ତର୍ଜାତୀୟ ମହିଳା ଦିବସରେ ପଡ଼ିଲା ହାତଗଣ୍ଠି
ETVBHARAT
7 months ago
2:27
ଭଜନ କିର୍ତ୍ତନ ସହିତ ଆଧ୍ୟାତ୍ମିକ ହୋଲି ଉତ୍ସବ ପାଳନରେ ସାମିଲ ହେଲେ ପରିବହନ ମନ୍ତ୍ରୀ
ETVBHARAT
8 months ago
2:17
ମଙ୍ଗଳାଯୋଡିରେ ରାଜ୍ୟପାଳ, ଇକୋ-ଟୁରିଜିମ ମଡେଲର କଲେ ପ୍ରଶଂସା
ETVBHARAT
9 months ago
1:51
ସାନ୍ତାଳୀ ଭାଷା ଦିବସ: ରଘୁନାଥ ମୁର୍ମୁଙ୍କ ସ୍ମୃତି ସାଉଁଟିଲେ ବିଧାୟକ, ନାଚ ଗୀତରେ ଝୁମିଲା ମୟୂରଭଞ୍ଜ
ETVBHARAT
10 months ago
3:37
ଜମୁଛି କୋଣାର୍କ ମହୋତ୍ସବ, ତୃତୀୟ ସନ୍ଧ୍ୟାରେ ମନ୍ତ୍ରମୁଗ୍ଧ କଲା ଓଡ଼ିଶୀ
ETVBHARAT
11 months ago
2:35
ଏକତା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ETVBHARAT
11 months ago
5:34
ବୋଇତ ବନ୍ଦାଣ ଉତ୍ସବ ପାଳିଲେ ନୟାଗଡ଼ବାସୀ, ସାମିଲ ହେଲେ ଅଭିନେତ୍ରୀ ଶୀତଲ ଓ ବାଚସ୍ପତି
ETVBHARAT
11 months ago
2:28
'ମୁରୁଜରେ ମୋ ଜଗନ୍ନାଥ' ପଥ ମହୋତ୍ସବ ଜରିଆରେ ସଂସ୍କୃତି ଓ ପରମ୍ପରା ସୁରକ୍ଷା ପ୍ରୟାସ
ETVBHARAT
11 months ago
1:04
କେରଳର ପାହାଡ଼ରେ ମନଲୋଭା ସୌନ୍ଦର୍ଯ୍ୟ ପରିବେଶ ସୃଷ୍ଟି କରୁଛି 'ଆଫ୍ରିକାନ୍ ଟୁଲିପ୍'
ETVBHARAT
1 year ago
3:26
ସବୁଜ ଦୀପାବଳି ପାଳିବେ ବସ୍ତି ପିଲା, ପ୍ରଦୂଷଣ ରୋକିବାକୁ ଦିଆଗଲା ବାର୍ତ୍ତା
ETVBHARAT
1 year ago
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
1 year ago
1:41
ବୁଢ଼ାରାଜାଙ୍କ ଦଶହରା ଶେଷ, ଜମିଲା ଘୁମୁରା ଓ ଘଣ୍ଟଘଣ୍ଟା ନାଚ
ETVBHARAT
1 year ago
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
1 year ago
4:20
ମାତା ପାର୍ବତୀଙ୍କ ପିତା ହେଲେ ଦିନମଜୁରିଆ ଜୟଦେବ, ଖୁସିରେ ନାଚୁଛି ଟୁଟୁସିଙ୍ଗା
ETVBHARAT
1 year ago