Skip to player
Skip to main content
Search
Upload
For you
Explore
Following
Log in
Company
About
Press
Jobs
Dailymotion Pro
Support
Developers
Advertisers
Accessibility
Help Center
Legal
Manage Cookies
Privacy and Cookie Policy
Legal notices
Terms
All videos
© 2026 Dailymotion
Watch fullscreen
Add to Playlist
Report
ETVBHARAT
Follow
ବ୍ରହ୍ମପୁରରେ ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ: ଶାନ୍ତିପୂର୍ଣ୍ଣ ଧାରଣା ସହିତ ପ୍ରତିବାଦ
4 months ago
ବ୍ରହ୍ମପୁର: ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ କରି ବ୍ରହ୍ମପୁରରେ ଶାନ୍ତିପୂର୍ଣ୍ଣ ଧାରଣା ସହିତ ପ୍ରତିବାଦ କରାଯାଇଛି । ସହରର ଗାନ୍ଧୀନଗର ଛକ ଠାରେ ଆୟୋଜିତ ପ୍ରତିବାଦ କାର୍ଯ୍ୟକ୍ରମରେ ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଓ ଦେଶର ଶିକ୍ଷା ବ୍ୟବସ୍ଥାରେ ଦେଖାଦେଇଥିବା ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା । ଦେଶର ପ୍ରଖ୍ୟାତ ବୈଜ୍ଞାନିକ ଓ ପରିବେଶବିତ୍ ସୋନମ୍ ୱାଙ୍ଗଚୁକ ଚଳାଇଥିବା ନ୍ୟାୟିକ ଲଢେଇକୁ ସମର୍ଥନ ଜଣାଇ ସହରର ସଚେତନ ନାଗରିକ ମଞ୍ଚ ପକ୍ଷରୁ ଶାନ୍ତିପୂର୍ଣ୍ଣ ଗଣତାନ୍ତ୍ରିକ ଧାରଣା ଅନୁଷ୍ଠିତ ହୋଇଯାଇଛି । ଏହି ଧାରଣାରେ ଅନେକ ବୁଦ୍ଧିଜୀବୀ, ଶିକ୍ଷାବିତ୍, ପରିବେଶବିତ୍, ଅଭିଭାବକ, ଯୁବସମାଜ ଏବଂ ବିଭିନ୍ନ ସାମାଜିକ ସଂଗଠନରୁ ଶତାଧିକ ବ୍ୟକ୍ତିବିଶେଷ ସାମିଲ ହୋଇ ନିଟ୍ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଅନେକ ଛାତ୍ରଛାତ୍ରୀ ମାନସିକ ଚାପରେ ଆତ୍ମହତ୍ୟା କରିବା ଭଳି ଦୁଃଖଦ ଘଟଣା ଦେଶର ଶିକ୍ଷା ବ୍ୟବସ୍ଥାର ବିଫଳତାକୁ ଦର୍ଶାଉଥିବା ନେଇ ସମାଲୋଚନା କରାଯାଇଥିଲା । ସୋନମ ୱାଙ୍ଗଚୁକ ଏହି ବିଷୟକୁ ନେଇ ଦୀର୍ଘ ୨୦ ଦିନ ଆମରଣ ଅନଶନରେ ବସିବା ପରେ ମଧ୍ୟ କେନ୍ଦ୍ର ସରକାର କୌଣସି ପଦକ୍ଷେପ ନନେବା ଏବଂ ତାଙ୍କର ସ୍ୱାସ୍ଥ୍ୟ ଅବନତି ହେବା ଶାନ୍ତିପୂର୍ଣ୍ଣ ଆନ୍ଦୋଳନକୁ ଜୋର ଜବରଦସ୍ତ ଭାଙ୍ଗିଦେବା ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି କୁହାଯାଇଛି । ନିଟ୍ ସମେତ ସମସ୍ତ ପ୍ରତିଯୋଗିତା ପରୀକ୍ଷାରେ ସ୍ୱଚ୍ଛତା ଆଣିବା ପାଇଁ କଠୋର ଆଇନ ପ୍ରଣୟନ କରାଯିବା, ପ୍ରଶ୍ନପତ୍ର ଲିକ୍ ଘଟଣାର ସ୍ୱାଧୀନ ତଦନ୍ତ କରାଯାଇ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯିବା, ଛାତ୍ର ଅନୁକୂଳ ଶିକ୍ଷା ନୀତି ପ୍ରଣୟନ କରି ସୋନମ ୱାଙ୍ଗଚୁକଙ୍କ ଦାବି ଗୁଡିକୁ ତୁରନ୍ତ ବିଚାର କରାଯିବାକୁ ଦାବି କରାଯାଇଛି ।
ସରକାର ଯଦି ତୁରନ୍ତ ଉକ୍ତ ଦାବି ନ ମାନନ୍ତି ତେବେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଧାରଣାରେ ମତ ପ୍ରକାଶ ପାଇଛି । କାର୍ଯ୍ୟକ୍ରମକୁ ଆପ୍ ନେତା ଆଦିତ୍ୟ ନାରାୟଣ ରଥ ସଂଯୋଜନା କରିଥିଲୋ । ଶିକ୍ଷାବିତ୍ ସୁଧୀର ରାଉତ, ମାନବ ଅଧିକାର ସୁରକ୍ଷା ମଞ୍ଚ ଆବାହକ ଅବନୀ ଗୟା, ସିପିଏମ ଜିଲ୍ଲା ସମ୍ପାଦକ ଯୁଧିଷ୍ଠିର ବେହେରା ପ୍ରମୁଖ ଶତାଧିକ ବିଭିନ୍ନ ସଂଗଠନର ପ୍ରମୁଖ ଅଂଶଗ୍ରହଣ କରିଥିଲେ ।
ଏହା ମଧ୍ୟ ପଢନ୍ତୁ:ଆମରଣ ଅନଶନ ଭାଙ୍ଗିବାକୁ ତିନିଟି ସର୍ତ୍ତ ରଖିଲେ ସୋନମ ୱାଙ୍ଗଚୁକଇଟିଭି ଭାରତ, ବ୍ରହ୍ମପୁର
Category
🗞
News
Transcript
Display full video transcript
00:07
foreign
00:14
foreign
00:15
foreign
01:06
Thank you very much.
01:28
Thank you very much.
Show less
Recommended
1:53
ହୁତୁହୁତୁ ହୋଇ ଜଳିଗଲା ହୋଟେଲ, ନିଆଁ ଲାଗି ସବୁ ପାଉଁଶ
ETVBHARAT
4:09
ଶିଶୁ ସୈନିକଙ୍କ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ
ETVBHARAT
1:34
ଜଳଖିଆ ଦୋକାନରେ ଅଗ୍ନିକାଣ୍ଡ, ନାବାଳକ ଜୀବନ୍ତ ଦଗ୍ଧ
ETVBHARAT
New
1:57
1,000 ಕೋಟಿ ದಾಟಿದ 'ರಾಮಾಯಣ': ರಣ್ಬೀರ್, ಯಶ್ ಸಿನಿಮಾದ 16 ಪ್ರಮುಖ ಮೈಲಿಗಲ್ಲುಗಳಿವೆ!
ETVBHARAT
New
0:44
ठक-ठक गैंग के दो बदमाशों को गुरुग्राम पुलिस ने किया गिरफ्तार, गाड़ियों के शीशे तोड़कर करते थे चोरी, 26 मामलों में थे भगोड़े
ETVBHARAT
3:16
ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ, ନୃସିଂହ ଚତୁର୍ଦ୍ଦଶୀରେ ଗୁଜ ଅନୁକୂଳ ପୂଜା ହେଲା ସମ୍ପନ୍ନ
ETVBHARAT
3:38
Watch: ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସମ୍ବଲପୁର ସହର, ଖଣ୍ଡା ଓ ଗଦା ବୁଲାଇଲେ ଧର୍ମେନ୍ଦ୍ର
ETVBHARAT
2:30
ଭାରତ-ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ; ଟିମ୍ ଇଣ୍ଡିଆ ବିଜୟ ପାଇଁ ଜାଗର ବ୍ରତ ସହ ଦୀପ ଜାଳିଲେ ଫ୍ୟାନ୍ସ
ETVBHARAT
2:55
Watch: ଜନମାନବ ଶୂନ୍ୟ ଦ୍ବୀପ 'ଉଡ଼ାବାଲି'ରେ ଉଡ଼ିଲା ତ୍ରିରଙ୍ଗା
ETVBHARAT
2:03
କଟପାଙ୍କ ନାଚରେ ଦୁଲୁକିଲା ରେଣ୍ଡୋ ମାଝୀ ମଞ୍ଚ
ETVBHARAT
3:54
ଦୁଲୁକିଲା ରେଣ୍ଡୋ ମାଝୀ ମଞ୍ଚ, ଉଦଘାତିଟ ହେଲା ଘୁମୁରା 2026
ETVBHARAT
2:53
'ତତେ ମାରିବ ଯିଏ ଗୋପପୁରରେ ବଢ଼ୁଛି ସିଏ' ବିଜୁଳିକନ୍ୟାର ଶୂନ୍ୟବାଣୀରେ ଥରହର କଂସ
ETVBHARAT
2:24
ଚିନ୍ତା ବଢ଼ାଇଛି ପ୍ରଦୂଷଣ, ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇବାକୁ ଅନୁଗୋଳରୁ ସାଇକେଲ ଯାତ୍ରା
ETVBHARAT
1:53
ମିଳିଲାନି ଡ଼ଙ୍ଗା, ଅସୁସ୍ଥ ଜେଜେ ମାଆକୁ ଟିୟୁବରେ ଭସାଇ ଘରକୁ ଆଣିଲା ନାତି
ETVBHARAT
2:04
ଗୁପ୍ତେଶ୍ୱର ଅଞ୍ଚଳରେ ମଣିଷ ପଣିଆ ଦେଖାଇଲେ ପୋଲିସ ଅଧିକାରୀ ଓ ସାଧାରଣଜନତା
ETVBHARAT
New
1:09
कबरा कान हाथी पहुंचा सरगुजा, महिला की पटक पटककर ली जान, कुमकी हाथी की मदद से ट्रेंकुलाइज करने की तैयारी
ETVBHARAT
New
0:55
बस्तर में आदिवासी बनाम विकास वाली सियासत का समीकरण, पीएम मोदी के दावे पर राहुल गांधी की चुनौती वाली राजनीति
ETVBHARAT
New
3:02
यमुना में आस्था की डुबकी के साथ शुरू हुआ महापर्व छठ, यमुना घाट पर कीचड़ होने से श्रद्धालुओं में नाराजगी
ETVBHARAT
2:49
ଓଡ଼ିଆ ନବବର୍ଷ ପାଳନ, ଦର୍ଶକଙ୍କ ମନ ମୋହିଲା ମୁସଲମାନ ଯୁବକଙ୍କ ମହାଳି ନୃତ୍ୟ
ETVBHARAT
0:52
ବିଶ୍ଵ ପଖାଳ ଦିବସ: ବାଲୁକା କଳାରେ ସୁଦର୍ଶନ ପଟ୍ଟନାୟକଙ୍କ ଶୁଭେଚ୍ଛା
ETVBHARAT
6:34
ଓଡ଼ିଶା ଖାଦ୍ୟ ଏବଂ ହସ୍ତଶିଳ୍ପ ମେଳା; ଦ୍ୱିତୀୟ ସନ୍ଧ୍ୟାରେ ଖଚାଖଚ ଭିଡ଼, ଦୁଲୁକିଲା ଶିଳ୍ପାରମମ୍
ETVBHARAT
3:44
କଳାହାଣ୍ଡି ଉତ୍ସବ ଘୁମୁରା ଉଦଯାପିତ, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ
ETVBHARAT
2:49
ବାବା ହଟକେଶ୍ୱରଙ୍କ ପୀଠରେ ପହଞ୍ଚିଲା ଅଯୋଧ୍ୟା ଯାଉଥିବା ସ୍ୱର୍ଣ୍ଣ ଧନୁ
ETVBHARAT
4:05
'ଖେଳରେ ବି କ୍ୟାରିୟର ଏବଂ ଅର୍ଥ ଉପାର୍ଜନ କରିହେବ'
ETVBHARAT
4:31
କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି... ଏମିତି କହିଲେ ସିଦ୍ଧାନ୍ତ
ETVBHARAT