Skip to player
Skip to main content
Search
Connect
Watch fullscreen
Add to Playlist
Report
ETVBHARAT
Follow
ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ, ରଥ ଟାଣିବାକୁ ହଜାର ହଜାର ଭକ୍ତଙ୍କ ସମାଗମ
19 hours ago
ଯାଜପୁର: ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା ଆରମ୍ଭ ହୋଇଛି । ମା ବିରଜାଙ୍କର ନବଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଂଚଳ । ମୁଖ୍ୟ ପୁରୋଧା ହିମାଂଶୁ ପତିମିଶ୍ରଙ୍କ ତତ୍ବାବଧାନରେ ପୁରୋଧା ଜ୍ଞାନ ରଞ୍ଜନ ପତି, ସରୋଜ ପତି ପ୍ରମୁଖ ପାରମ୍ପରିକ ଋତି ନିତି ଅନୁଯାୟୀ ରଥ ପୂଜା ଆରମ୍ଭ କରିବା ପରେ ରଥପ୍ରତିଷ୍ଠା କରାଯାଇଥିଲା । ଏହାପରେ ମାଙ୍କ ଚଳନ୍ତି ପ୍ରତିମାଙ୍କୁ ରଥାରୁଢ଼ କରାଯାଇ ରଥା ଟଣାଯାଇଥିଲା । ୮ ଦିନ ଯାଏ ପ୍ରତ୍ୟେହ ସଂଧ୍ୟାରେ ରଥ ମନ୍ଦୀରର ବେଢ଼ା ପରିକ୍ରମା କରିବ । ବିଶ୍ୱାସ ରହିଛି ଏହି ନଅଦିନ ଧରି ଚାଲିଥିବା ପୂଜା ସମୟରେ ମାଙ୍କ ମୁଖ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ରଥରେ ମାଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଦାଳୁଙ୍କ ଭିଡ ଜମିଛି । ଏହି ରଥ ଟଣା ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଥିଲା । ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ମା ବିରାଜାଙ୍କ ଶାରଦୀୟ ଉତ୍ସବକୁ ଶାନ୍ତି ଶୃଙ୍ଖଳାରେ ସାରିବାକୁ ମନ୍ଦିର ପ୍ରଶାସନ ପ୍ରସ୍ତୁତ ଥିବା କହିଛନ୍ତି ମନ୍ଦିର ଟ୍ରଷ୍ଟି ତଥା ଉପଜିଲ୍ଲାପାଳ ତାପସ ରଞ୍ଜନ ଦେଉରୀ । ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶିତିକଣ୍ଠ କାନୁନଗୋ, ଅତିରିକ୍ତ ତହସିଲଦାର ଅଜୟ କୁମାର ପଣ୍ଡାଙ୍କ ସମେତ ବହୁ ଅଧିକାରୀ ସାମିଲ ହୋଇ ରଥ ଟାଣି ଥିଲେ।ଏହା ମଧ୍ୟ ପଢନ୍ତୁ 300 ବର୍ଷ ପୁରୁଣା ଇନ୍ଦୁପୁର ଦୁର୍ଗାପୂଜା; 16ରୁ ଷଷ୍ଠୀ ପୂଜା ଆରମ୍ଭ, 22ରେ ଭସାଣୀଏହା ମଧ୍ୟ ପଢନ୍ତୁ କଟକ ଦଶହରାରେ ଭାଇଚାରା: ତିନି ପିଢ଼ି ଧରି ଦେବୀ ଦୁର୍ଗାଙ୍କ ଜରିମେଢ ତିଆରି କରୁଛନ୍ତି ଅସଲମ ଅଲ୍ଲୀଙ୍କ ପରିବାରଇଟିଭି ଭାରତ, ଯାଜପୁର
Category
🗞
News
Transcript
Display full video transcript
00:11
This video is brought to you by the U.S. Department of State Department of State.
00:39
We are now at Saradhyo Nauratri Arambu.
00:49
We are going to be in Jajpur.
Show less
Recommended
4:46
|
Up next
ଗୋକୁଳଧାମରେ ଭଗବାନ ଶ୍ରୀକୃଷ୍ଣଙ୍କ ସହ ରାଧା ଏବଂ ମା' ରୁକ୍ମଣୀଙ୍କ ଦର୍ଶନ କଲେ ଭକ୍ତ
ETVBHARAT
6 weeks ago
1:47
ଚିତାଲାଗି ଅମାବାସ୍ୟା; ଭଲ ଫସଲ ଆଶାରେ ଗେଣ୍ଡାଙ୍କ ଉଦ୍ଦେଶ୍ୟରେ ଲାଗି ହେଲା ଚିତଉ ପିଠା
ETVBHARAT
2 months ago
8:44
ପୁରୀ ସହରରେ ଜଳବନ୍ଦୀ ସ୍ଥିତି; ମହାନଗର ନିଗମର ଖାମଖିଆଲ ନୀତିକୁ ସହରବାସୀଙ୍କ କଡା ସମାଲୋଚନା
ETVBHARAT
3 months ago
1:10
Watch: ସମ୍ବଲପୁରରେ ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ, ରାଧେ ରାଧେ ଧ୍ବନିରେ କମ୍ପିଲା ପରିବେଶ
ETVBHARAT
3 months ago
4:49
ରଜ ମହୋତ୍ସବ ପାଇଁ ଉତ୍ସବ ମୁଖର ଯାଜପୁର, ପିଠାପଣା ମହକ ଓ ଦୋଳି ଖେଳରେ ମଜ୍ଜିଲେ ଆବାଳବୃଦ୍ଧ
ETVBHARAT
4 months ago
3:42
ରାଜ୍ୟ କ୍ୟାବିନେଟରେ ୧୧ ବିଭାଗର ୧୬ ପ୍ରସ୍ତାବକୁ ମଞ୍ଜୁରୀ: ଆସିଲା ୩ ନୂଆ ଯୋଜନା
ETVBHARAT
5 hours ago
0:29
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆରଆଇ
ETVBHARAT
5 hours ago
3:22
ଶାସନ ମୁଖ୍ୟ ଭାବେ ମୋଦିଙ୍କ ୨୫ ବର୍ଷ; ଓଡ଼ିଶା କ୍ୟାବିନେଟ ପକ୍ଷରୁ ସଂକଳ୍ପ ପାରିତ
ETVBHARAT
5 hours ago
1:37
दिल्ली में 30 दिनों तक तैनात रहेंगी CAPF की 221 कंपनियां, प्रदर्शनों के बीच सरकार का फैसला
ETVBHARAT
6 hours ago
4:01
आप बड़े आदमी हैं, एक करोड़ चाहिए...कानपुर में भाजपा प्रदेश मंत्री को बंधक बनाकर कैश-जेवर लूटे, 37 मिनट तक फार्महाउस में रहे नकाबपोश
ETVBHARAT
6 hours ago
8:17
ରଜ ପାଇଁ ଭୁବନେଶ୍ୱର ପାନ୍ଥ ନିବାସରେ ସ୍ୱତନ୍ତ୍ର ବ୍ୟବସ୍ଥା
ETVBHARAT
4 months ago
2:22
ରଥଖଳା: ଅନୁକୂଳ ପୂଜା ପରେ ଶେଷ ପର୍ଯ୍ୟାୟରେ ତିନି ରଥର ତୁମ୍ବ ବିନ୍ଧ କାର୍ଯ୍ୟ
ETVBHARAT
6 months ago
2:08
ନିମାପଡ଼ାରେ ଉତ୍କଳ ଗୌରବଙ୍କ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
ETVBHARAT
6 months ago
3:16
ଭାରତ ରତ୍ନ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ETVBHARAT
6 months ago
2:27
ଭଜନ କିର୍ତ୍ତନ ସହିତ ଆଧ୍ୟାତ୍ମିକ ହୋଲି ଉତ୍ସବ ପାଳନରେ ସାମିଲ ହେଲେ ପରିବହନ ମନ୍ତ୍ରୀ
ETVBHARAT
7 months ago
1:24
ଘୁମୁରା ଉତ୍ସବ ପୂର୍ବରୁ ନୌକାଚାଳନା ଓ ତୀରନ୍ଦାଜୀ ପ୍ରତିଯୋଗିତା ଅନୁଷ୍ଠିତ
ETVBHARAT
9 months ago
3:40
‘ଜୀବନରେ ଜଟିଳତାକୁ ସାମ୍ନା କର, ବୃତ୍ତିଗତ ଭାବରେ ନିଜକୁ ପ୍ରସ୍ତୁତ କର’: ନିଷ୍ଟ ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳଙ୍କ ଆହ୍ବାନ
ETVBHARAT
10 months ago
3:37
ଜମୁଛି କୋଣାର୍କ ମହୋତ୍ସବ, ତୃତୀୟ ସନ୍ଧ୍ୟାରେ ମନ୍ତ୍ରମୁଗ୍ଧ କଲା ଓଡ଼ିଶୀ
ETVBHARAT
10 months ago
5:34
ବୋଇତ ବନ୍ଦାଣ ଉତ୍ସବ ପାଳିଲେ ନୟାଗଡ଼ବାସୀ, ସାମିଲ ହେଲେ ଅଭିନେତ୍ରୀ ଶୀତଲ ଓ ବାଚସ୍ପତି
ETVBHARAT
11 months ago
2:28
'ମୁରୁଜରେ ମୋ ଜଗନ୍ନାଥ' ପଥ ମହୋତ୍ସବ ଜରିଆରେ ସଂସ୍କୃତି ଓ ପରମ୍ପରା ସୁରକ୍ଷା ପ୍ରୟାସ
ETVBHARAT
11 months ago
1:04
କେରଳର ପାହାଡ଼ରେ ମନଲୋଭା ସୌନ୍ଦର୍ଯ୍ୟ ପରିବେଶ ସୃଷ୍ଟି କରୁଛି 'ଆଫ୍ରିକାନ୍ ଟୁଲିପ୍'
ETVBHARAT
1 year ago
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
1 year ago
1:41
ବୁଢ଼ାରାଜାଙ୍କ ଦଶହରା ଶେଷ, ଜମିଲା ଘୁମୁରା ଓ ଘଣ୍ଟଘଣ୍ଟା ନାଚ
ETVBHARAT
1 year ago
5:31
କୁମାର ପୂର୍ଣ୍ଣିମା; ଗଞ୍ଜାମର ଅନନ୍ୟ ପରମ୍ପରା ତାସ ଖେଳ
ETVBHARAT
1 year ago
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
1 year ago